ବାତ୍ୟା ପରବର୍ତ୍ତୀ ମୁକାବିଲା ନେଇ ୱାରରୁମ୍ ପ୍ରସ୍ତୁତ: ଶକ୍ତି ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପୁରାପୁରି ପ୍ରସ୍ତୁତ ଥିବା ସୂଚନା ପ୍ରଦାନ କରିଛି ଶକ୍ତି ବିଭାଗ । ବାତ୍ୟା ପୂର୍ବ, ବାତ୍ୟା ସମୟ ଓ ବାତ୍ୟା ପରବର୍ତ୍ତୀ ମୁକାବିଲା ନେଇ ୱାରରୁମ୍ ପ୍ରସ୍ତୁତ...