ଓଡିଶାଆମ୍ବେଦକରଙ୍କ ଜୟନ୍ତୀ ଉପଲକ୍ଷେ ପାଟଣାଗଡରେ ବିଶାଳ ଶୋଭାଯାତ୍ରାmahabharatanewsApril 15, 2023 by mahabharatanewsApril 15, 20230126 ପାଟଣାଗଡ଼/ ଜଗନ୍ନାଥ ଧରୁଆ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡରେ ଜୟ ଭୀମ୍ ଆମ୍ବେଦକର ଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି । ଏହି ଅବସରରେ ଏକ ଶୋଭାଯାତ୍ରା ରାମପୁର ଠାରୁ ବାହାରି ଥିଲେ...
ଓଡିଶାବାଲୁକାକଳା ମାଧ୍ୟମରେ ମୁସଲମାନ ଭାଇ ଭଉଣୀଙ୍କୁ ପବିତ୍ର ରମଜାନ ମାସର ଶୁଭେଚ୍ଛାmahabharatanewsApril 4, 2022April 4, 2022 by mahabharatanewsApril 4, 2022April 4, 20220254 ପୁରୀ: ଆରମ୍ଭ ହୋଇଛି ପବିତ୍ର ରମଜାନ ମାସ । ତେବେ ଏହି ଅବସର ରେ ଅନ୍ତର୍ଜାତୀୟ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ବାଲୁକା ଚିତ୍ରକଳା ମାଧ୍ୟମରେ ମୁସଲମାନ ଭାଇ ଭଉଣୀଙ୍କୁ ପବିତ୍ର ରମଜାନ...
ଓଡିଶାଦୁର୍ନୀତିଗ୍ରସ୍ଥ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ, ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସରmahabharatanewsMarch 23, 2022 by mahabharatanewsMarch 23, 20220134 ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ଥ ଓ ଅପାରଗଙ୍କୁ ରାଜ୍ୟ ସରକାରଙ୍କ ଛାଟ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ...