ଏରିୟର କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ
ଗଞ୍ଜାମ:- ଭିଜିଲାନ୍ସ ଜାଲରେ କାର୍ଯ୍ୟ ନିର୍ବାହୀ ଅଧିକାରୀ । ଏରିୟର କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ଧରାପଡିଗଲେ ଭିଜିଲାନ୍ସ ହାତରେ । ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ...