ରାଇରଙ୍ଗପୁର ଗୋଷ୍ଠୀ ଶିକ୍ଷା କାର୍ୟ୍ୟାଳୟ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ
(ସତ୍ୟନାରାୟଣ ପାଲ)ରାଇରଙ୍ଗପୁର: ଡିସେମ୍ବର ୩ ବିଶ୍ୱ ଭିନ୍ନକ୍ଷମ ଦିବସ । ଏହି ଅବସରରେ ରାଇରଙ୍ଗପୁର ଗୋଷ୍ଠୀ ଶିକ୍ଷା କାର୍ୟ୍ୟାଳୟ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିନେଇ ଦିବ୍ୟାଙ୍ଗ ମାନଙ୍କ...
