ରାଷ୍ଟ୍ରପତିଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ଗ୍ରହଣ କଲେ ପୂର୍ବତନ କ୍ୟାପଟେନ୍ ରୋହିତ ଶର୍ମା ।
ଭାରତର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀ ପ୍ରଦାନ କରାଯାଇଛି । ଭାରତୀୟ କ୍ରିକେଟ୍ ପ୍ରତି ତାଙ୍କର ଉଲ୍ଲେଖନୀୟ ଅବଦାନକୁ ସ୍ୱୀକୃତି ଦେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି...
