ଓଡିଶାଭାରତଵାଣିଜ୍ୟଜିଏସଟି ସ୍ଲାବକୁ ନେଇ ନିଷ୍ପତ୍ତି ପରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ କଲେ ପ୍ରେସମିଟ୍mahabharatanewsSeptember 4, 2025 by mahabharatanewsSeptember 4, 2025030 ଭୁବନେଶ୍ୱର:- ବୁଧବାର ଜିଏସଟି ପରିଷଦର ୫୬ ତମ ବୈଠକରେ ନିତ୍ୟ ଆବଶ୍ୟକ ଜିନିଷ ଉପରେ କର ହ୍ରାସ କରିଛନ୍ତି । ବର୍ତ୍ତମାନର ୪ ସ୍ତରୀୟ ଜିଏସଟି ସ୍ଲାବ୍ (୫%, ୧୨%, ୧୮%, ଏବଂ ୨୮%)କୁ...
ଓଡିଶାରାଜ୍ୟରେ ଭାଜପା ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିପାରନ୍ତିmahabharatanewsMay 17, 2025 by mahabharatanewsMay 17, 20250132 ଭୁବନେଶ୍ବର-: ଆସନ୍ତା ଜୁନ୍ ୧୨ରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସରକାର ଏକବର୍ଷ ପୂର୍ତ୍ତି ପାଳନ କରିବାକୁ ଯାଉଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ...
ଭାରତସିକନ୍ଦରାବାଦ-ବିଶାଖାପାଟଣା ‘ବନ୍ଦେ ଭାରତ ଏକ୍ସ୍ପ୍ରେସ୍’ ଚଳାଚଳ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀmahabharatanewsJanuary 15, 2023 by mahabharatanewsJanuary 15, 20230120 ନୂଆଦିଲ୍ଲୀ: ଆଜି ପୋଙ୍ଗଲ୍ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଙ୍ଗ୍ ମାଧ୍ୟମରେ ସିକନ୍ଦରାବାଦ ଓ ବିଶାଖାପାଟଣା ମଧ୍ୟରେ ମଧ୍ୟରେ ‘ବନ୍ଦେ ଭାରତ ଏକ୍ସ୍ପ୍ରେସ୍’ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଆଜି ଏଇ ଉତ୍ସବମୟ ବାତାବରଣରେ...
ଭାରତରାଜନୀତି‘କାଶ୍ମୀର ଫାଇଲ୍ସ’କୁ ନେଇ ରାଜନୀତି ନ କରି ପିଓକେ ଫେରାଇ ଆଣିବାକୁ ଚେଷ୍ଟା କରନ୍ତୁ: ସଞ୍ଜୟ ରାୱତmahabharatanewsMarch 18, 2022 by mahabharatanewsMarch 18, 20220206 ନୂଆଦିଲ୍ଲୀ: ଫିଲ୍ମ ‘କାଶ୍ମୀର ଫାଇଲ୍ସ’କୁ ନେଇ ଶିବସେନା ଦଳର ନେତା ସଞ୍ଜୟ ରାୱତଙ୍କ ବଡ଼ ବୟାନ ଦେଇଛନ୍ତି। ସେ ନିଜ ବୟାନରେ କହିଛନ୍ତି ଯେ ‘କାଶ୍ମୀର ଫାଇଲ୍ସ’ ଚଳଚ୍ଚିତ୍ରକୁ ନେଇ ରାଜନୀତି କରିବା ପରିବର୍ତ୍ତେ...