ଚିଲିକା ବିଧାୟକଙ୍କୁ ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ
ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସୁପ୍ରିମକୋର୍ଟକୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଛି। ଏନେଇ ଶ୍ରୀ ଜଗଦ୍ଦେବଙ୍କ ଓକିଲ ମାନସ ଚାନ୍ଦ ସୂଚନା ଦେଇଛନ୍ତି। କୋର୍ଟଙ୍କ ସର୍ତ୍ତ ଅନୁସାରେ ବର୍ଷେ ଯାଏ ନିର୍ବାଚନମଣ୍ଡଳୀକୁ ଯାଇପାରିବେ...
