ଓଡିଶାଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବୈଜ୍ଞାନିକ ଶୈଳୀ ପ୍ରଦର୍ଶନmahabharatanewsMarch 18, 2026 by mahabharatanewsMarch 18, 2026038 ଦୁଇଦିନିଆ ପୁରୀ ଜିଲ୍ଲାସ୍ତରୀୟ ପିଏମଶ୍ରୀ ଉତ୍ସବ ନିମାପଡ଼ା ବାରବାଟି ପଡିଆ ଠାରେ ଉଦଘାଟନ କରି ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଜିଲ୍ଲା ଶିକ୍ଷା...
ଓଡିଶାମହିଳା ଦିବସ ଉପଲକ୍ଷେ ମହିଳାଙ୍କୁ ମିଳିଲା ‘ସୁଭଦ୍ରା’ ଟଙ୍କାmahabharatanewsMarch 8, 2026 by mahabharatanewsMarch 8, 2026035 ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ମହିଳାଙ୍କୁ ମିଳିଲା ‘ସୁଭଦ୍ରା’ ଟଙ୍କା । ‘ସୁଭଦ୍ରା’ର ଚତୁର୍ଥ କିସ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମହିଳା ଦିବସ ଅବସରରେ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ପ୍ରଦାନ...
ଓଡିଶାଆସନ୍ତାକାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କାmahabharatanewsMarch 7, 2026 by mahabharatanewsMarch 7, 2026046 ଆସନ୍ତାକାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଆସନ୍ତାକାଲି ଆନ୍ତର୍ଜାତୀୟ ମହିଳା ଦିବସରେ ଚତୁର୍ଥ କିସ୍ତି ପାଇବେ ସୁଭଦ୍ରା ହିତାଧିକାରୀ । ପୁରୀରେ...
ଓଡିଶାମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନmahabharatanewsFebruary 2, 2026 by mahabharatanewsFebruary 2, 2026045 ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ। ନୂଆ ୟୁନିଫର୍ମ ଏବଂ ନୂଆ ଆଇ କାର୍ଡ ବି ଦିଆଯିବ। ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ଘୋଷଣା କରିଛନ୍ତି...