ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ
ନବ ନିର୍ବାଚିତ ଭାବେ ପ୍ରଥମ ଅଭିଭାଷଣ ନୂଆଦିଲ୍ଲୀ: ସ୍ୱାଧୀନତା ଦିବସର ୭୫ ବର୍ଷ ପାଳନ ଅବସରରେ ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଅଭିଭାଷଣ ପ୍ରାରମ୍ଭରେ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଅଭିବାଦନ...