ଓଡିଶାଗୋପବନ୍ଧୁନଗର ପ୍ରେସ କ୍ଳବର ବାର୍ଷିକ ଉତ୍ସବ mahabharatanewsFebruary 1, 2026 by mahabharatanewsFebruary 1, 202607 ଗୋପବନ୍ଧୁନଗର ବ୍ଲକ ପ୍ରେସ କ୍ଲବ ପକ୍ଷରୁ ବାର୍ଷିକ ଉତ୍ସବ ଆୟୋଜିତ ହୋଇଯାଇଛି। କୁଆମରା କଲେଜ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗୋପବନ୍ଧୁନଗର ବ୍ଲକ ବିଡ଼ିଓ ପୃଥ୍ୱୀରାଜ ପରିଡା, ଅବସରପ୍ରାପ୍ତ ସୂଚନା ଓ ଲୋକ ସମ୍ପର୍କ...