“ମୋଦୀଙ୍କ ଟିପ୍ପଣୀ ପ୍ରଭୁ ଜଗନ୍ନାଥଙ୍କ ପାଇଁ ଏକ ଅପମାନ”: ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ
(ଦିଲ୍ଲୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଓଡ଼ିଶା ଗସ୍ତରେ ଆସି ଶ୍ରୀମନ୍ଦିରରେ ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ତେବେ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍...
