ଓଡିଶାବହୁ ପ୍ରତୀକ୍ଷିତ ପ୍ରକଳ୍ପକୁ ବୁଧବାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ mahabharatanewsJanuary 17, 2024January 17, 2024 by mahabharatanewsJanuary 17, 2024January 17, 20240153 (ପୁରୀ) : ଆଜି ସୂର୍ଯ୍ୟୋଦୟ ସହ ଶ୍ରୀକ୍ଷେତ୍ର ଇତିହାସରେ ଯୋଡ଼ି ହୋଇଯିବ ଆଉ ଏକ ସ୍ବର୍ଣ୍ଣିମ ଅଧ୍ୟାୟ।। ଏହି ବହୁ ପ୍ରତୀକ୍ଷିତ ପ୍ରକଳ୍ପକୁ ବୁଧବାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ସମସ୍ତ...
ଓଡିଶାଆଜି ଏବଂ ୨୨ରେ ମଦ ଦୋକାନ ବନ୍ଦmahabharatanewsJanuary 17, 2024January 17, 2024 by mahabharatanewsJanuary 17, 2024January 17, 20240127 (ପୁରୀ) : ଆଜି ଅର୍ଥାତ ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବାକୁ ଯାଉଛି । ଏଥିସହ ଜାନୁଆରୀ ୨୨ରେ ଅଯୋଦ୍ଧା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ହେବ । ଆଉ ଏହି...
ଓଡିଶାଦୀପ ଜାଳି, ଶଙ୍ଖ ଫୁଙ୍କି ମହାପ୍ରଭୁଙ୍କୁ ଆରାଧନା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନmahabharatanewsJanuary 16, 2024 by mahabharatanewsJanuary 16, 20240159 (ପୁରୀ) : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପରିପ୍ରେକ୍ଷୀରେ ଶ୍ରୀକ୍ଷେତ୍ର ପୁରୀରେ ଚାଲିଛି ପବିତ୍ର ମହାଯଜ୍ଞ । ୧୭ ତାରିଖ ଦିନ ଲୋକାର୍ପିତ ହେବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଶ୍ରୀମନ୍ଦିର...
ଓଡିଶା୧୭ରୁ ଲେଜର ସୋ’ରେ ମହାପ୍ରଭୁଙ୍କ କାଞ୍ଚି ଅଭିଯାନmahabharatanewsJanuary 15, 2024 by mahabharatanewsJanuary 15, 20240184 (ପୁରୀ) : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଆରମ୍ଭ ହୋଇସାରିଛି ପ୍ରସ୍ତୁତି ପର୍ବ । ଆଜି ଠାରୁ ଆରମ୍ଭ ହେଉଛି ମହାଯଜ୍ଞ । ଏ ନେଇ...
ଓଡିଶାଶ୍ରୀ ମନ୍ଦିର ପ୍ରକଳ୍ପ ପ୍ରତିଷ୍ଠା: ଆଜି ଅଙ୍କୁର ପୂଜନmahabharatanewsJanuary 13, 2024January 13, 2024 by mahabharatanewsJanuary 13, 2024January 13, 20240177 (ପୁରୀ) : ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବର ପର୍ବ ଗତକାଲି ଠାରୁ ହୋଇଛି । ଯଜ୍ଞ କାର୍ଯ୍ୟ ପାଇଁ ସରିଛି ଆଚାର୍ଯ୍ୟ ବରଣ । ଶ୍ରୀନଅର ଠାରେ ଗଜପତି ମହାରାଜା ଦିବ୍ୟସିଂହ...
ଓଡିଶାଆଜିଠୁ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବmahabharatanewsJanuary 12, 2024 by mahabharatanewsJanuary 12, 20240119 (ପୁରୀ) : ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବର ଅୟମାରମ୍ଭ ଆଜି ଠାରୁ ହେବ । ଆଜି ସନ୍ଧ୍ୟାରୁ ଆରମ୍ଭ ହୋଇଯିବ କାର୍ଯ୍ୟକ୍ରମ । ଉତ୍ସବ ମୁଖର ହୋଇ ଉଠିବ ଶ୍ରୀ ମନ୍ଦିର...
ଓଡିଶାଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ;’ତୀର୍ଥସ୍ଥଳୀକୁ ପର୍ଯ୍ୟଟନସ୍ଥଳୀ କଲେ ହୋଟେଲବାଲା ଖୁସି ହେବେ’mahabharatanewsJanuary 9, 2024 by mahabharatanewsJanuary 9, 20240126 (ପୁରୀ) : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ନେଇ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣ କରାଯାଇଛି । ଲୋକାର୍ପଣ ଉତ୍ସବରେ ଯୋଗଦେବାକୁ ଆମନ୍ତ୍ରଣ ଜଣାଇଛନ୍ତି ପୁରୀ ଗଜପତି । ଏହି ସମୟରେ ପୁଣି ନିଜର...
ଓଡିଶାଜଗା ଦର୍ଶନ କରିଲେ ଗୋଆ ମୁଖ୍ୟମନ୍ତ୍ରୀmahabharatanewsJanuary 8, 2024 by mahabharatanewsJanuary 8, 20240200 (ପୁରୀ) : କାଳିଆ ଠାକୁରଙ୍କୁ ଦର୍ଶନ କରିଲେ ଗୋଆ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ପ୍ରମୋଦ ସାବନ୍ତ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୂଙ୍କ ଦର୍ଶନ ସହ ଆଶ୍ରିବାଦ ଲାଭ କରିଛନ୍ତି । ଶ୍ରୀମନ୍ଦିର...
ଓଡିଶାଆଜିଠୁ ବୁଲିବ ‘ଜଗନ୍ନାଥ ରଥ’ mahabharatanewsJanuary 6, 2024 by mahabharatanewsJanuary 6, 20240143 (ପୁରୀ): ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ୧୨ ତାରିଖରୁ ଯଜ୍ଞ କାର୍ଯ୍ୟ ଆରମ୍ଭ ହେବ। ଯାତ୍ରୀ ପରିକ୍ରମା ପ୍ରକଳ୍ପକୁ ଭବ୍ୟ ଓ ଆଧ୍ୟାତ୍ମିକ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ପଞ୍ଚାୟତରାଜ ବିଭାଗ...
ଓଡିଶା୧୨ ସୁଦ୍ଧା ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ mahabharatanewsJanuary 6, 2024 by mahabharatanewsJanuary 6, 20240234 (ପୁରୀ) : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଗତକାଲି ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ନିର୍ମାଣ କାର୍ଯ୍ୟ ,...