ଚିନାସାରୀ ଉଚ୍ଚ ବିଦ୍ୟାଳୟରେ ଉତ୍କଳ ମିଡ଼ିଆ ସାମ୍ବାଦିକ ସଂଘର ବକ୍ତୃତା ପ୍ରତିଯୋଗିତା
ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଉତ୍କଳ ମିଡ଼ିଆ ସାମ୍ବାଦିକ ସଂଘ, ରାୟଗଡ଼ା ଜିଲ୍ଲା ପକ୍ଷରୁ ଗୁଣୁପୁର ବ୍ଲକ ଚିନାସାରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ୱଚ୍ଛତା ଓ ପରିବେଶ ସୁରକ୍ଷା ଉପରେ ବକ୍ତୃତା ପ୍ରତିଯୋଗିତା ଆୟୋଜିତ...
