ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ
ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରଶାସନ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ ଅଧ୍ଯକ୍ଷତା କରିଥିଲେ। ସୂଚନା ଓ ଲୋକସମ୍ପର୍କ ଅଧିକାରୀ...
