ଓଡିଶାରାଜନୀତିବ୍ରହ୍ମପୁରରେ ମେୟର ପ୍ରାର୍ଥୀ ସଂଘମିତ୍ରା ଦଳେଇ ପିନ୍ଧିଲେ ବିଜୟ ମୁକୁଟmahabharatanewsMarch 26, 2022 by mahabharatanewsMarch 26, 20220253 ବ୍ରହ୍ମପୁର: ବ୍ରହ୍ମପୁରରେ ମେୟର ପ୍ରାର୍ଥୀ ସଂଘମିତ୍ରା ଦଳେଇ ବିଜୟୀ । ବିଜେଡି ପ୍ରାର୍ଥୀ ସଂଘମିତ୍ରା ଦଳେଇ ନିଜର ନିକଟତମ ପ୍ରତିଦ୍ୱନ୍ଦୀଙ୍କୁ ୨୦ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଛନ୍ତି । ୨୦ହଜାର ୨୩୬ ଭୋଟ୍...