ସିକନ୍ଦରାବାଦରେ ଭୟାଭୟ ଅଗ୍ନିକାଣ୍ଡ, ଓଡି଼ଆ ଦମ୍ପତ୍ତିଙ୍କ ମୃତ୍ୟୁ
ସିକନ୍ଦରାବାଦ: ହାଇଦ୍ରାବାଦ ସ୍ଥିତ ସିକନ୍ଦରାବାଦରେ ଭୟାଭୟ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ଏଥିରେ ଓଡି଼ଆ ଦମ୍ପତ୍ତିଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁସାରେ ସିକନ୍ଦରାବାଦରେ ଏକ ଇଲେକ୍ଟ୍ରି ସ୍କୁଟର ସୋ ରୁମରେ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିଶମ ବାହିନୀ...
