ପାରଳାଖେମୁଣ୍ଡିର ପ୍ରସିଦ୍ଧ ଶ୍ରୀ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା
ପାରଳାଖେମୁଣ୍ଡିର ପ୍ରସିଦ୍ଧ ଶ୍ରୀ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ଅତ୍ୟନ୍ତ ଭକ୍ତି ଓ ନିଷ୍ଠାର ସହ ପାଳିତ ହୋଇଯାଇଛି। ସକାଳୁ ମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ସମ୍ପନ୍ନ ହେବା ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଶୋଭାଯାତ୍ରାରେ ସ୍ନାନବେଦୀକୁ...
