ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା ଦଶମ ଶ୍ରେଣୀ ଝିଅର ମୃତଦେହ, ପୋଲିସର ତଦନ୍ତ ଜାରି
ମାଲକାନଗିରି:ମାଲକାନଗିରି ଜିଲ୍ଲା ସଦର ମହକୁମାରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା ଜଣେ ଦଶମ ଶ୍ରେଣୀ ପଢ଼ୁଥିବା ଝିଅର ମୃତଦେହ। ସୂଚନା ଅନୁଯାୟୀ ମାଲକାନଗିରି ପୌର ପରିଷଦ ଅନ୍ତର୍ଗତ ଏମଭି ୪୨ ଗାଁରେ ମିତ୍ରଭାନୁ ବିଶ୍ୱାସଙ୍କ...
