ସମ୍ବଲପୁର ସାଂପ୍ରଦାୟୀକ ଦଙ୍ଗା ସଂପର୍କରେ କେନ୍ଦ୍ର ସରକାରଙ୍କ ତୁରନ୍ତ ହସ୍ତକ୍ଷେପ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କୁ ଚିଠି ଲେଖି ଅନୁରୋଧ କଲେ ରାଜ୍ୟ ସଭାପତି
ଭୁବନେଶ୍ୱର : ହନୁମାନ ଜୟନ୍ତୀ ପାଳନ ଅବସରରେ ଗତ ଏପ୍ରିଲ ୧୨ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସମ୍ବଲପୁର ସହରରେ ଅଭାବନୀୟ ସାଂପ୍ରଦାୟୀକ ହିଂସାକାଣ୍ଡ ଓ ଗଣ୍ଡଗୋଳ ଘଟିଯାଇଥିଲା । ସଂଘବଦ୍ଧ ଆକ୍ରମଣ କାରଣରୁ...