ବିନା ଫିଟନେସ୍ରେ ଗାଡ଼ି ଚଳାଇଲେ କଠୋର କାର୍ଯ୍ୟାନୁଷ୍ଠାନ
ବାରିପଦାଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଦୁର୍ଘଟଣାରେ ସମ୍ପୃକ୍ତ ଦୁଇଟିଯାକ ଗାଡ଼ିର ବୈଧ ‘ଫିଟନେସ୍ ପ୍ରମାଣପତ୍ର’ (Fitness Certificate) ନଥିଲା। ଏହି ଘଟଣାକୁ ଅତ୍ୟନ୍ତ ଗମ୍ଭୀରତାର ସହ ଗ୍ରହଣ...
