ଆରପାରିରେ ଟେଲି ଅଭିନେତା ସିଦ୍ଧାନ୍ତ ବୀର ସୂର୍ଯ୍ୟବଂଶୀ : ୪୬ ବର୍ଷ ବୟସରେ ସିଦ୍ଧାନ୍ତଙ୍କ ଅକାଳ ବିୟୋଗ
ମୁମ୍ବାଇ: ଲୋକପ୍ରିୟ ଟେଲି ଅଭିନେତା ସିଦ୍ଧାନ୍ତ ବୀର ସୂର୍ଯ୍ୟବଂଶୀ ଦେହାନ୍ତ ହୋଇଛି। ହିନ୍ଦୀ ଧାରାବାହିକ ଜଗତର ଲୋକପ୍ରିୟ ଅଭିନେତା ଥିଲେ ସେ | ୱାର୍କଆଉଟ୍ କରୁଥିବା ସମୟରେ ହୃଦଘାତରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।...
