ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ ହୋଇଯାଇଛି।
ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସୁବାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ସମାରୋହରେ ପାଳିତ ହୋଇଯାଇଛି । ଏହି...
