ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ଉତ୍କଳ ମିଡ଼ିଆ ସାମ୍ବାଦିକ ସଙ୍ଘ ତରଫରୁ ଚାରା ବଣ୍ଟନ
ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ସ୍ଥାନୀୟ ବିଦ୍ୟୁତ କଲୋନୀରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉତ୍କଳ ମିଡ଼ିଆ ସାମ୍ବାଦିକ ସଙ୍ଘ ତରଫରୁ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କୁ ପରିବେଶ ସୁରକ୍ଷା କିଭଳି...
