ଖେଳ

ଦେବାଶିଷ ସାହୁ ପାଇବେ ଏକଲବ୍ୟ ପୁରସ୍କାର

ଅନ୍ତର୍ଜାତୀୟ ଟେନିସ ତାରକା ଦେବାଶିଷ ସାହୁ ପାଇବେ ଏକଲବ୍ୟ ପୁରସ୍କାର । ୨୦୨୩ ବର୍ଷ ପାଇଁ ୩୧ତମ ଏକଲବ୍ୟ ପୁରସ୍କାର ପାଇବେ ଦେବାଶିଷ ।  ଇଣ୍ଡିଆନ ମେଟାଲସ୍‌ ପବ୍ଲିକ ଚାରିଟେବଲ ଟ୍ରଷ୍ଟ(ଇମ୍ପାକ୍ଟ) ପକ୍ଷରୁ ଏହି ଘୋଷଣା ହୋଇଛି ।

ସୂଚନାନୁଯାୟୀ , ପୁରସ୍କାର ବାବଦରେ ୫ ଲକ୍ଷ ଟଙ୍କା ଓ ମାନପତ୍ର ପାଇବେ । ସେହିପରି ୨୦୨୩ ମସିହା ପାଇଁ ୨ ଜଣ ଉପବିଜେତାଙ୍କ ନାଁ ମଧ୍ୟ ଘୋଷଣା ହୋଇଛି । ସେମାନେ ହେଲେ ଆଥଲେଟ ବାପି ହାଁସଦା ଓ ଭାରୋତ୍ତୋଳକ ଜ୍ୟୋତ୍ସ୍ନା ସବର । ବାପି ଓ ଜ୍ୟୋତ୍ସ୍ନାଙ୍କୁ ୧ ଲକ୍ଷ ଲେଖାଏଁ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ ।

Related posts

କ୍ରିକେଟର ଅମିତ ମିଶ୍ରାଙ୍କ ନାମରେ ଯୌତୁକ ଏବଂ ନିର୍ଯାତନା ଅଭିଯୋଗ ଆଣିଲେ ପତ୍ନୀ

mahabharatanews

ଡୋପିଂ ଟେଷ୍ଟରେ ବିଫଳ ପାଇଁ ଏସୀୟ କ୍ରୀଡା ୨୦୧୪ ପଦକ ବିଜୟୀ ହାମର ଫିଙ୍ଗାଳୀ ମଞ୍ଜୁ ବାଲା ନିଲମ୍ବିତ

mahabharatanews

ଶ୍ରେୟାସ ଆୟରଙ୍କୁ ମିଳିପାରେ ନୂଆ ଦାୟିତ୍ୱ ।

mahabharatanews