ଓଡିଶାଦୁର୍ଘଟଣା

ବ୍ରହ୍ମପୁରରେ ଭୟଙ୍କର ସଡକ ଦୁର୍ଘଟଣା

ବ୍ରହ୍ମପୁରରେ ଭୟଙ୍କର ସଡକ ଦୁର୍ଘଟଣା। ରଙ୍ଗ ସାଇଡରେ ଆସି ସିରିଜ ଦୁର୍ଘଟଣା ଘଟାଇଲା ଟ୍ରକ୍। ହଳଦିଆପଦର ଓଭରବ୍ରିଜରେ ୩ ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍‌। ଘଟଣାସ୍ଥଳରେ ଚାଲିଗଲା ୫ ବାଇକ୍ ଆରୋହୀଙ୍କ ଜୀବନ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ସେପଟେ ଦୁର୍ଘଟଣା ଘଟାଇବା ପରେ ଟ୍ରକ୍ ଡ୍ରାଇଭର୍ ଗାଡି ଛାଡ଼ି ଚମ୍ପଟ୍ ମାରିଥିଲା। ପୁଲିସ କାବୁ କରିବାରେ ସଫଳ ହୋଇଛି। ଦକ୍ଷିଣାଞ୍ଚଳ ଆଇଜି ନିତି ଶେଖର ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ପରଖିଛନ୍ତି।

Related posts

ପରୀକ୍ଷା ପୂର୍ବରୁ କଲେଜରେ ସିସିଟିଭି କ୍ୟାମେରା ଲଗାଇବାକୁ ନିର୍ଦ୍ଦେଶ ଦେଇଛି ଶିକ୍ଷା ବିଭାଗ

mahabharatanews

ସଡକ ଦୂର୍ଘଟଣାରେ ମାମୁ ମୃତ, ଭଣଜା ଗୁରୁତର

mahabharatanews

୨୦୨୦-୨୧ ଶିକ୍ଷାବର୍ଷ ଲାଗି ବୃଦ୍ଧି ପାଇବ ନାହିଁ ସ୍କୁଲ ଫି

mahabharatanews