Uncategorized

କବୟିତ୍ରୀ ସବିତା ମହରା କବିତା ସଂକଳନ “ସମ୍ମୋହନ” ର ଶୁଭ ଲୋକାର୍ପଣ ସମାରୋହ ଅନୁଷ୍ଠିତ

ବଲାଙ୍ଗୀର : ବଲାଙ୍ଗୀର ସାମ୍ବାଦିକ ଭବନ ଠାରେ ଆଜି କବୟିତ୍ରୀ ସବିତା ମହରା କବିତା ସଂକଳନ “ସମ୍ମୋହନ” ର ଶୁଭ ଲୋକାର୍ପଣ ସମାରୋହ ଅନୁଷ୍ଠିତ ହୋଇଅଛି । ଏହି ସଭା ରେ କବି ସନ୍ଦୀପ କୁଆଁର ମଞ୍ଚ ପରିଚାଳନା କରିଥିଲେ । ସାମ୍ବାଦିକ ମଳୟ ମିଶ୍ର ଅତିଥି ରୂପେ ଯୋଗ ଦେଇଥିଲେ । ଏହି କାର୍ୟକ୍ରମରେ ବଲାଙ୍ଗୀରର ବହୁତ ବୁଦ୍ଧିଜୀବୀ ଯୋଗ ଦେଇ କାର୍ୟ୍ୟକ୍ରମକୁ ସଫଳ ମଣ୍ଡିତ କରିଥିଲେ ।

Related posts

୬୦ ଲକ୍ଷ ଟପିଲା ଦେଶରେ କରୋନା ସଂକ୍ରମଣ

mahabharatanews

ଦୁଷ୍କର୍ମ: ମାମଲାର ତୁରନ୍ତ ଶୁଣାଣି ପାଇଁ ୨୧୮ ଫାଷ୍ଟଟ୍ରାକ କୋର୍ଟ ଗଠନକୁ ଯୋଗୀଙ୍କ ମଞ୍ଜୁରୀ

mahabharatanews

ଚନ୍ଦ୍ରଭାଗାରେ ବୁଡ ପକାଇବାକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼

mahabharatanews