ଓଡିଶା

 ଶ୍ରୀଅଲାରନାଥଙ୍କ ଦର୍ଶନ: ବୟସ୍କ, ଭିନ୍ନକ୍ଷମ, ମହିଳା ଓ ଶିଶୁଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

(ବ୍ରହ୍ମଗିରି) : ପଞ୍ଚମ ଦିନରେ ପହଂଚିଛି ପ୍ରଭୁ ଶ୍ରୀଅଲାରନାଥଙ୍କ ଦର୍ଶନ । ଏଥିପାଇଁ ମଧ୍ୟ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ସହଜ, ଶାନ୍ତିପୂର୍ଣ୍ଣ ତଥା ଶୃଙ୍ଖଳିତ ଦର୍ଶନ ପ୍ରସଂଗରେ ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ଜଷ୍ଟିସ ସଙ୍ଗମ କୁମାର ସାହୁ ଓ ଜଷ୍ଟିସ ଏମ.ଏସ.ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ ଏ ସଂପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ବୟସ୍କ, ଭିନ୍ନକ୍ଷମ, ମହିଳା ଓ ଶିଶୁଙ୍କ ପାଇଁ ତୁରନ୍ତ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଲାଗି ଜିଲ୍ଲା ପ୍ରଶାସନ, ଅଲାରନାଥ ମନ୍ଦିର ପ୍ରଶାସନ/କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାନୁଯାୟୀ,   ଏଣୁ ଏଠାକୁ ଭକ୍ତମାନଙ୍କର ଶୃଙ୍ଖଳିତ ତଥା ନିରାପଦ ଯାତ୍ରାକୁ ନିଶ୍ଚିତ କରିବା ପାଇଁ କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ସ୍ୱତନ୍ତ୍ର ‘ମୋ ବସ୍’ ଗଡୁଛି । ଯାତ୍ରୀଙ୍କ ସୁବିଧା ନିମନ୍ତେ ସମସ୍ତ ପ୍ରକାର ବ୍ୟବସ୍ଥା ହୋଇଛି ବୋଲି ସୂଚନା ମିଳିଛି  ।

 

Related posts

ପୋଲିସ ଏସଆଇ ପରୀକ୍ଷା ମହାଦୁର୍ନୀତି ଘଟଣାରେ ସିଲିକନ ପ୍ରାଇଭେଟ ଲିମିଟେଡ଼ର ମାଲିକ ସୁରେଶ ନାୟକ ଗିରଫ

mahabharatanews

ପାରାଦୀପ ବନ୍ଦର ରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଅଭିଜ୍ଞତାମୂଳକ ଶିକ୍ଷାର ପ୍ରଦର୍ଶନ ପୂର୍ବକ ଏକ TLM ମେଳା ଆୟୋଜନ

mahabharatanews

ଆଜି ମହାଶିବରାତ୍ରୀ

mahabharatanews