ଓଡିଶା

ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା ଘେଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟି-ବ୍ରିଜରେ ଦଳାଚକଟା ଘଟଣାରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ । ବଡ଼ମ୍ବା ସିଂହନାଥ ପୀଠ ନିକଟ ଟି-ବ୍ରିଜରେ ଦଳାଚକଟା ଘଟଣାରେ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବଂ ମୃତକଙ୍କ ପରିବାରକୁ ପାଞ୍ଚ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ନବୀନ। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Related posts

୧୯ ଜିଲ୍ଲାରୁ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ

mahabharatanews

ପ୍ରେମିକର ଅତ୍ୟାଚାର ସହି ନପାରି ଯୁବତୀଙ୍କ ଆତ୍ମହତ୍ୟା

mahabharatanews

୨୮ରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

mahabharatanews