ଓଡିଶା

୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ଆଜି ଦିନ ୧.୩୦ ବେଳେ ଦିଲ୍ଲୀଗସ୍ତରେ ଯିବା ସୂଚନା ରହିଛି । ଆସନ୍ତା କାଲି ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏଥି ସହ ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଓ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ମଧ୍ୟ ଯୋଗ ଦେବେ ।

କେନ୍ଦ୍ର ସରକାରଙ୍କ ଅନୁମତି ଅପେକ୍ଷାରେ ଦୀର୍ଘ ଦିନ ହେଲା ପଡିରହିଥିବା କାର୍ଯ୍ୟର ଅଗ୍ରଗତି ଉପରେ ସମୀକ୍ଷା କରିବେ । ୩ ତାରିଖ ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ତାଙ୍କ ଦିଲ୍ଲୀ ଗସ୍ତ ଭିତରେ କିଛି କେନ୍ଦ୍ରମନ୍ତ୍ରୀ ମଧ୍ୟ ନବୀନଙ୍କୁ ଭୋଟିବାକୁ ଆସିବାର କାର୍ଯ୍ୟକ୍ରମ ରହିଛି । ସୂଚନା ଅନୁସାରେ ଏପରି ସମ୍ମିଳନୀ ୨୦୧୬ ପରଠାରୁ ପ୍ରଥମ ଥର ପାଇଁ ହେବାକୁ ଯାଉଛି ।

Related posts

ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବିଷ୍ଣୁ ଦାସଙ୍କ ୩ୟ ଶ୍ରାଦ୍ଧବାର୍ଷିକୀ ପାଳନ ସହ ପ୍ରତିମୂର୍ତ୍ତି ଉନ୍ମୋଚନ

mahabharatanews

ବିଡିଓଙ୍କ ବରଖାସ୍ତକୁ ନେଇ କଲମ ଛାଡ ଆନ୍ଦୋଳନ

mahabharatanews

ଆସୁଛି ଦୁଇଟି ଲଘୁଚାପ; ଓଡ଼ିଶାରେ ବର୍ଷା ସମ୍ଭାବନା

mahabharatanews