ଭାରତ

ଦିଲୀପ ରାୟଙ୍କ ଦଣ୍ଡାଦେଶ ଉପରେ ରୋକ 

(ଦିଲ୍ଲୀ) : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କୁ ଆଶ୍ବସ୍ତି । ବହୁ ଚର୍ଚ୍ଚିତ କୋଇଲା ଦୁର୍ନୀତି ମାମଲାରେ ଦିଲୀପ ରାୟଙ୍କ ଦଣ୍ଡାଦେଶ ଉପରେ ରୋକ ଲଗାଇଲେ ଦିଲ୍ଲୀ ହାଇକୋର୍ଟ । ଏନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା ମିଳିଛି।

ସୂଚନାନୁଯାୟୀ , ଦିଲୀପଙ୍କ ସମେତ କୋଇଲା ମନ୍ତ୍ରଣାଳୟର ଦୁଇ ବରିଷ୍ଠ ଅଧିକାରୀ ପ୍ରଦୀପ ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କ ସମେତ କ୍ରାଷ୍ଟନ୍ ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର ଅଗ୍ରୱାଲଙ୍କୁ ସିବିଆଇ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ଏହି ମାମଲାରେ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିଲେ କୋର୍ଟ ।

Related posts

ଧାରା ୧୪୨ ଆଧାରରେ ତତ୍କାଳ ମିଳିପାରିବ ଛାଡ଼ପତ୍ର

mahabharatanews

“ଜୁନ୍ ୪ରେ ବିଜେଡି ସରକାରର ଏକସ୍ପାରି ଡେଟ୍ “

mahabharatanews

ସରକାରଙ୍କ ବଡ ପଦକ୍ଷେପ; ପ୍ରଦୂଷଣ ସାର୍ଟିଫିକେଟ ନାହିଁ ତ ତେଲ ନାହିଁ

mahabharatanews