ଓଡିଶା

ଅନୁଷ୍ଠିତ ହୋଇଯାଇଛି ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ

ରାଜ୍ୟ ସରକାର ଙ୍କ ଦୁଇ ବର୍ଷ ପୂରଣ ଅବସର ରେ ବରୀ ବ୍ଲକ ପରିସର ରେ ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। ବ୍ଲକ ଅଧକ୍ଷ ଅଶୋକ କୁମାର ଗେଡି ଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଯାଜପୁର ସାଂସଦ ଡ଼ ରବିନାରାୟଣ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୁଇ ବର୍ଷର ସରକାର ଙ୍କ ଦ୍ୱାର ରାଜ୍ୟ ଓ ଯାଜପୁର ଜିଲ୍ଲାରେ ହୋଇଥିବା ଓ ହେବାକୁ ଯାଉଥିବା ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ବିଷୟରେ କହିଥିଲେ।

Related posts

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ହୋଇପାରେ ଏକ ସାମୁଦ୍ରିକ ବାତ୍ୟା

mahabharatanews

ଟିପିଏସଏଲ କାରଖାନା ବିସ୍ଫୋରଣ ଘଟଣା: ଜଣେ ଶ୍ରମିକଙ୍କ ମୃତ୍ୟୁ

mahabharatanews

ମା ସମଲେଶ୍ୱରୀ ମନ୍ଦିର ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ

mahabharatanews