ଓଡିଶା

ରାଜ୍ୟରେ ସଂକ୍ରମଣ ହାରର ନିମ୍ନଗତି

(ଭୁବନେଶ୍ୱର): ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ ୬୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ୍ ବୟସ୍କଙ୍କ ମଧ୍ୟରେ ୧୧୮ ଜଣ ଚିହ୍ନଟ ହୋଇଛନ୍ତି । ୬୮୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୯୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୨୮୩ । ରାଜ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୨୨, କଟକରୁ ୧୦୧ ଜଣ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୩୩, ମୟୁରଭଞ୍ଜରୁ ୨୭, ବାଲେଶ୍ୱରରୁ ୩୪, ଜଗତସିଂପୁରରୁ ୧୯, ପୁରୀରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ରାଜ୍ୟରେ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬ହଜାର ୮୧କୁ ବୃଦ୍ଧ ପାଇଛିି । ଆକ୍ଟିଭ କେସ୍ ୭ହଜାର୧୮୬ ରହିଛି ଓ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୦ହଜାର ୭୫୩କୁ ବୃଦ୍ଧି ପାଇଛି ।

 

Related posts

ବେଆଇନ ବାଲି ଓ ପଥର ବୋଝେଇ ଟ୍ରାକ୍ଟର ଜବତ

mahabharatanews

ଅଫେରା ରାଇଜରେ ରାଜେଶ୍ୱରୀ

mahabharatanews

ପାରିବାରିକ କଳହରୁ ଯୁବକଙ୍କ ଆତ୍ମହତ୍ୟା

mahabharatanews