ଓଡିଶା

ରାଜ୍ୟରେ ସଂକ୍ରମଣ ହାରର ନିମ୍ନଗତି

(ଭୁବନେଶ୍ୱର): ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ ୬୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ୍ ବୟସ୍କଙ୍କ ମଧ୍ୟରେ ୧୧୮ ଜଣ ଚିହ୍ନଟ ହୋଇଛନ୍ତି । ୬୮୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୯୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୨୮୩ । ରାଜ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୨୨, କଟକରୁ ୧୦୧ ଜଣ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୩୩, ମୟୁରଭଞ୍ଜରୁ ୨୭, ବାଲେଶ୍ୱରରୁ ୩୪, ଜଗତସିଂପୁରରୁ ୧୯, ପୁରୀରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ରାଜ୍ୟରେ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬ହଜାର ୮୧କୁ ବୃଦ୍ଧ ପାଇଛିି । ଆକ୍ଟିଭ କେସ୍ ୭ହଜାର୧୮୬ ରହିଛି ଓ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୦ହଜାର ୭୫୩କୁ ବୃଦ୍ଧି ପାଇଛି ।

 

Related posts

ଭୁବନେଶ୍ୱର:  ୯୩ କ୍ୱାରେଣ୍ଟାଇନରୁ ୩୩ ସ୍ଥାନୀୟ ସଂକ୍ରମିତ ଚିହ୍ନଟ

mahabharatanews

ଅରିନ୍ଦମଙ୍କ ମୃତ୍ୟୁରେ ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

mahabharatanews

ପୋଲ ତଳକୁ ଖସି ପଡିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

mahabharatanews