ଓଡିଶାଶିକ୍ଷା

ଶନିବାର ପ୍ରକାଶ ପାଇବ ମାଧ୍ୟମିକ ଶିକ୍ଷା ପରିଷଦ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଓ ଷ୍ଟେଟ୍‌ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ଫଳ

କଟକ:- ଅଗଷ୍ଟ ୧୬ ତରିଖ ଶନିବାର ପ୍ରକାଶ ପାଇବ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଓ ଷ୍ଟେଟ୍‌ ଓପନ ସ୍କୁଲ ସାର୍ଟିଫିକେଟ(ଏସ୍‌ଓଏସ୍‌ସି) ପରୀକ୍ଷା ଫଳ। ମଧାହ୍ନ ୧୨ଟାରେ ଉକ୍ତ ପରୀକ୍ଷା ଫଳ ୱେବ୍‌ସାଇଟ୍‌ରେ ଉପଲବ୍‌ଧ ହେବ ବୋଲି ବୋର୍ଡ ସୂତ୍ରରୁ ପ୍ରକାଶ ପାଇଛି। ୨୦୨୫ ମାଟ୍ରିକ୍‌ ପରୀକ୍ଷାରେ ଅନୁପସ୍ଥିତ, ଫେଲ୍‌ ଏବଂ ଏମ୍‌ପି ହୋଇଥିବା ୩ ହଜାର ୪୮୭ ଜଣ ପରୀକ୍ଷାର୍ଥୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ପାଇଁ ଆବେଦନ କରିଥିଲେ। ଜୁଲାଇ ୧ ରେ ରାଜ୍ୟର ୯୮ଟି କେନ୍ଦ୍ରରେ ଉକ୍ତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

Related posts

କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଘରକୁ ଗଲେ ୧୧୯ଜଣ ପ୍ରବାସୀ ଓଡିଆ

mahabharatanews

୮ଦଫା ଦାବି ନେଇ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଅନଶନ

mahabharatanews

୧୧ରେ ନାଏବ ସରପଞ୍ଚ ଲଢ଼େଇ

mahabharatanews