ଓଡିଶାରାଜନୀତି

ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ ବସିବ କ୍ୟାବିନେଟ୍ ବୈଠକ । ଏହି ବୈଠକରେ ୧୦ରୁ ଅଧିକ ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି । କୃଷି, ଶିଳ୍ପ, ଭିନ୍ନକ୍ଷମ ସଶକ୍ତିକରଣ, ପଞ୍ଚାୟତିରାଜ ଓ ପାନୀୟଜଳ ଓ ରାଜସ୍ବ ବିଭାଗ ସମ୍ପର୍କିତ ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ସମ୍ଭାବନା । ପୂର୍ବରୁ ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତରେ ଥିବା ବେଳେ ହୋଇଥିଲା କ୍ୟାବିନେଟ ବୈଠକ । ଭିଡିଓ କନଫରେନ୍ସିଂ ଜରିଆରେ ଜାପାନରୁ କ୍ୟାବିନେଟ ବୈଠକ ରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Related posts

ସନ୍ଦେହ ଘେରରେ ଗୋଡ଼ିବନ୍ଧ ଫାଣ୍ଡି ଅଧିକାରୀଙ୍କ କାର୍ୟ୍ୟକଳାପ! ଉଚ୍ଚସ୍ତରୀୟ ତଦନ୍ତ ଦାବୀ

mahabharatanews

ରଘୁନାଥପୁର ବ୍ଲକର ୬୩ ବିଦ୍ୟାଳୟ ନିଶ୍ଚିନ୍ତକୋଇଲି ବ୍ଲକରେ ମିଶିଲା

mahabharatanews

ଜେଡିୟର ବିନା ସହମତିରେ କେନ୍ଦ୍ରରେ ମନ୍ତ୍ରୀ ହୋଇଥିଲେ ଆରସିପି : ଶାହ

mahabharatanews