ଓଡିଶା

ତାତିରୁ ନାହିଁ ନିସ୍ତାର :ଅସ୍ତବ୍ୟସ୍ତ ଜନଜୀବନ

(ଭୁବନେଶ୍ୱର) : ଆଜି ଦିନ ୨ଟା ୩୦ରେ କେନ୍ଦୁଝରରେ ସର୍ବାଧିକ ୪୩.୫ ଡିଗ୍ରି ରେକର୍ଡ କରାଯାଇଛି। ୨୧ ତାରିଖ ପରେ ତାତିରୁ କିଛି ଦିନ ପାଇଁ ସାମାନ୍ୟ ତ୍ରାହି ମିଳିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ନୟାଗଡ଼, ଅନୁଗୁଳୁ, ମୟୁରଭଞ୍ଜ ଓ ବୌଦ୍ଧରେ ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

ସୂଚନାନୁଯାୟୀ , ଆଜି ଝାରସୁଗୁଡାରେ ୪୩.୨, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୬, ହୀରାକୁଦରେ ୪୨.୬, ଚାନ୍ଦବାଲିରେ ୪୧.୪, ରାଜଧାନୀ ଭୁବନେଶ୍ୱରରେ ୪୦.୫ ଓ ବାଲେଶ୍ୱରରେ ୪୦.୨ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଆଜି ୮ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ସେହିପରି ପୁରୀରେ ୩୪.୬, ପାରାଦୀପରେ ୩୩.୨ ଓ ଗୋପାଳପୁରରେ ୩୨.୬ ଡିଗ୍ରୀ ତାପମାତ୍ରା ରହିଛି।

Related posts

ନାବାଳିକା ଗଣଦୁଷ୍କର୍ମ ମାମଲା: କୋର୍ଟରେ ହାଜର ହେଲେ ପୁଲିସ୍‌ ମହାନିର୍ଦ୍ଦେଶକ

mahabharatanews

ତୃତୀୟ ଲହର ଆସିବା ସମ୍ଭାବନା ବହୁତ କମ୍ : ଆଇଆଇଟି କାନପୁର

mahabharatanews

ରାଜ୍ୟରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

mahabharatanews