ଓଡିଶା

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୧୦ରୁ ଉର୍ଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରିହିଥିବା ନେଇ ଭୂବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଟକ ଓ ଖୋର୍ଧା ରହିଛି ।
ସେହିପରି ୧୨ରୁ ୧୩ ତାରିଖ ମଧ୍ୟରେ ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଗଞ୍ଜାମ, ବାଲେଶ୍ବର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

ଦୁଇ ଦିନ ହେଲା ବେଳାଭୁମିରେ ଶବ ସଢ଼ୁଛି, ପୋଲିସ୍ ପାଖରେ ଖବର ନାହିଁ

mahabharatanews

ସୁରତରେ ଫସିଥିବା ଓଡ଼ିଆ ଦାଦନ ଶ୍ରମିକଙ୍କ ପାଇଁ ଖାଦ୍ୟ ପହଞ୍ଚାଇଲେ କେଦ୍ରମନ୍ତ୍ରୀଧର୍ମେଦ୍ର ପ୍ରଧାନ 

mahabharatanews

ଦୁର୍ଘଟଣାରେ ଚାଲିଗଲା ପୁଲିସ ହାବିଲଦାରଙ୍କ ଜୀବନ

mahabharatanews