ଓଡିଶା

ହାଇକୋର୍ଟର ତିନି ନୂଆ ବିଚାରପତିଙ୍କ ଶପଥପାଠ

କଟକ: ଆଜି ଓଡ଼ିଶା ହାଇକୋର୍ଟର ତିନି ନୂଆ ବିଚାରପତି ଶପଥ ନେଇଛନ୍ତି । ବିଚାରପତି ଭାବେ ଜଷ୍ଟିସ ଭି.ନରସିଂହ, ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀ ଓ ଜଷ୍ଟିସ ମୁରାହରି ଶ୍ରୀ ରମଣ ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ତିନି ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି । ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଅନ୍ୟମାନେ ଉପସ୍ଥିତ ଥିଲେ। ତିନି ନୂଆ ବିଚାରପତିଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୨୧ରେ ପହଞ୍ଚିଛି।

Related posts

ସୂଚନା ଓ ଲୋକ ସମ୍ପର୍କ ବିଭାଗ କେନ୍ଦ୍ରାଞ୍ଚଳ ଉପ ନିର୍ଦ୍ଦେଶକ ଙ୍କ ୨ ଦିନିଆ ମୟୁରଭଞ୍ଜ ଗସ୍ତ

mahabharatanews

ନିଶା ଦ୍ରବ୍ୟରକୁ ଅଭ୍ୟାସ ଓ ଅବୈଧ ତସ୍କରୀକୁ ରୋକିବା ନିମନ୍ତେ  ନିରକାରଣ ଦିବସ ପାଳନ 

mahabharatanews

ଆଜି ଶ୍ରମିକ ଦିବସ, ବାରଦୁଣ୍ଡି ସୁଣ୍ଡି ପିଣ୍ଡା ହେଉଛନ୍ତି ଶ୍ରମିକ

mahabharatanews