ଓଡିଶା

ସାବଧାନ ଛପିଛି ବାଘୁଣୀ 

(ନୂଆପଡ଼ା) : ବଢୁଛି ବାଘ ଉପଦ୍ରଵ । ନୂଆପଡ଼ା ଜିଲ୍ଲା ସୁନାବେଡା ଅଭୟାରଣ୍ୟରେ ବାଘ ଆତଙ୍କ ଥମିବାର ନା ଧରୁନି । ଜିଲ୍ଲା ଉଦ୍ୟାନ ବିଭାଗର କର୍ମଚାରୀ ସୁନାବେଡାର ଏକ ତାଲିମ ଶିବିରକୁ ଯାଇ ଫେରୁଥିବାବେଳେ ସେମାନଙ୍କ କ୍ୟାମେରାରେ ବାଘଟି କଏଦ୍ ହୋଇଛି ।

ସୂଚନାନୁଯାୟୀ , ବାଘ ଦେଖିବା ପରେ ସୁନାବେଡାକୁ ଯାତାୟତ କରୁଥିବା ଲୋକେ ଆତଙ୍କିତ ହୋଇ ପଡିଛନ୍ତି । ଏହି ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହା ଏକ ଛୁଆ ବାଘ ହୋଇଥିବାରୁ ସେଠାରେ ବାଘୁଣୀ ରହିଥିବାର ମଧ୍ୟ ଅନୁମାନ କରାଯାଉଛି । ଏଵେ ସୁନାବେଡାକୁ ଯାତାୟତ କରୁଥିବା ଲୋକେ ବାଘ ଭୟରେ ଆତଙ୍କିତ ହୋଇପଡିଛନ୍ତି ।

Related posts

ରାଜ୍ୟରେ କରୋନା ସଂକ୍ରମଣ କମିଛି ; ୭୯୭ କରୋନା ପଜିଟିଭ ଚିହ୍ନଟ

mahabharatanews

ପରୀ ହତ୍ୟା ଘଟଣାରେ ମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ

mahabharatanews

ପିଲାଙ୍କୁ ବହି ବୁହାଇଲେ ସିଆରସିସି

mahabharatanews