ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୮୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ରାଜ୍ୟରେ ଏବେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୮୮ କରୋନା ସଂକ୍ରମଣ ଚିହ୍ନଟ ଓ ୨୬ ଜଣ ମୃତ୍ୟୁ ହୋଇଥିବା ନେଇ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୮୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୮,୦୧୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୭୩୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦୮୧ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୫,୪୧୦। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦୮୭୦।

Related posts

ପଶ୍ଚିମ ବଙ୍ଗର ୧୦ ନିଖୋଜ ପବର୍ତ୍ତାରୋହଣକାରୀଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ଉଦ୍ଧାର

mahabharatanews

ଆଜି ସଂସଦରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ୍, ବଜେଟ୍ରୁ ବଡ଼ ଆଶା ରଖିଛନ୍ତି ଜନତା

mahabharatanews

ତମାଖୁ ବର୍ଜନ ବିଜ୍ଞପ୍ତି ବାଧ୍ୟତାମୂଳକ 

mahabharatanews