ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୮୩ କରୋନା ଆକ୍ରାନ୍ତ ଚିହ୍ନଟ 

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣଙ୍କ ସଂଖ୍ୟା ହ୍ରାସ ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୮୩ କରୋନା ଆକ୍ରାନ୍ତ ଚିହ୍ନଟ  ଓ ୨୧୪ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୮୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୪,୨୮୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୯୬୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯୮୫ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୦,୭୭୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୫୪୨।

 

 

Related posts

ଦିଲ୍ଳୀପ କୁମାର କହିବାରୁ ଗୋବିନ୍ଦା ଫେରାଇ ଦେଇଥିଲେ ୨୫ ଫିଲ୍ମର ସାଇନିଂ ଟଙ୍କା

mahabharatanews

ଶୁଭାରମ୍ଭ ହେଲା “କ୍ରାୟୋ ଫର୍ ଗୁଡ୍” ଅଭିଯାନ

mahabharatanews

କେଜ୍ରିୱାଲଙ୍କ ଆବେଦନ ଖାରଜ

mahabharatanews