ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୬୮ କରୋନା ଆକ୍ରନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ କ ରୋନା ସଂକ୍ରମଣ ବଢ଼ିବାରେ ଲାଗିଛ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୬୮ କରୋନା ଆକ୍ରନ୍ତ ଚିହ୍ନଟ ଓ ୨୦ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୫୬୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୮୪,୯୧୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୦ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୮୮୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୯୧୧ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୪୧,୮୮୭। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୧୩୭।

Related posts

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଆପ୍‌ ନେତା ସତ୍ୟେନ୍ଦ୍ର ଜୈନ

mahabharatanews

ଦେଶରେ ୪୦.୦୯ ପ୍ରତିଶତ ମତଦାନ

mahabharatanews

ରାଜସ୍ଥାନ ବନ୍ଦ ଡାକରା

mahabharatanews