ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୫୪୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ କ ରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୫୪୫ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨୭ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୫୪୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୯୪,୯୩୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୭ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୦୦୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୫୪୯ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୫୧,୨୪୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୬୮୮।

Related posts

କେଦାରନାଥରେ ୩୪ କୋଟିର ପ୍ରକଳ୍ପ ଉଦ୍ଘାଟନ କଲେ ମୋଦି

mahabharatanews

୧୭୦୦ କୋଟି ଜୋରିମାନା ଦେବ କଂଗ୍ରେସ

mahabharatanews

ରାଜନୀତିରେ ପ୍ରବେଶ କରିପାରନ୍ତି ବୋଲର ମହମ୍ମଦ ଶାମି 

mahabharatanews