ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୨୦୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ:ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୨୦୨ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୨୦୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୨୩,୮୦୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୨୪୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୫୫୦ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୮୨,୨୪୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭୩୧୭।

Related posts

ହରିୟାଣାରରେ ବଡ ଧରଣର ବିସ୍ପୋରଣ,୪୦ ଗୁରୁତର

mahabharatanews

୨୪ଘଣ୍ଟା ମଧ୍ୟରେ ଦେଶରେ ୮ହଜାର ୮୧୩ଟି କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

ମଧ୍ୟପ୍ରାଚ୍ୟରେ ବଢ଼ିଲା ଅସ୍ଥିରତା

mahabharatanews