ଓଡିଶା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଆଜି ଏରାଜ୍ୟରେ ୨୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୨୭୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪ ଜଣ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୭, ୬୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୬, ୪୭୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯୫୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୭, ୬୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୬, ୪୭୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯୫୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

Related posts

ନିଶା ଦ୍ରବ୍ୟରକୁ ଅଭ୍ୟାସ ଓ ଅବୈଧ ତସ୍କରୀକୁ ରୋକିବା ନିମନ୍ତେ  ନିରକାରଣ ଦିବସ ପାଳନ 

mahabharatanews

ରାଜ୍ୟର ଚାରୋଟି ସହରରେ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳକୁ ଖସିଛି

mahabharatanews

୧୬ ହଜାର କଫ୍ ସିରପ୍ ବୋତଲ ଜବତ

mahabharatanews