(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟାରେ ରାଜ୍ୟର ୧୨୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୨୪୫ଜଣକୁ ବୃଦ୍ଧି ପାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୫ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୫୯୮୦ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
Covid-19 Report For 8th March
New positive Cases: 128
Of which 0-18 years: 25
In quarantine: 75
Local contacts: 53(Details of local contacts will be shared by concerned District)
1. Angul: 4
2. Balasore: 7
3. Bargarh: 2
4. Bhadrak: 1
5. Balangir: 9
6. Boudh: 1
7. Cuttack: 2— I & PR Department, Odisha (@IPR_Odisha) March 9, 2022
23. Sambalpur: 9
24. Sundargarh: 12
25. State Pool: 3New recoveries: 213
Cumulative tested: 29686536
Positive: 1286245
Recovered: 1275980
Active cases: 1110— I & PR Department, Odisha (@IPR_Odisha) March 9, 2022