(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
6. Khurda: 3
7. Mayurbhanj: 3
8. Sambalpur: 5New recoveries: 41
Cumulative tested: 30739134
Positive: 1287701
Recovered: 1278162
Active cases: 365— I & PR Department, Odisha (@IPR_Odisha) April 2, 2022
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୦୨ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୦୧ ଜଣ କୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏଥି ମଧ୍ୟରୁ ୩୬୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୧୬୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୭୩୯୧୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।