ଓଡିଶା

ରାଜ୍ୟରୁ ୧୧ କରୋନା ସଂକ୍ରମିତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮  ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୦୨ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୮୭, ୮୩୪ ଜଣ ଜଣକୁ ବୃଦ୍ଧି ପାଇଛି। ରାଜ୍ୟରେ ୩୦୮୮୭୦୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୧୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨, ୭୮, ୪୮୫ ଜଣ ସୁସ୍ଥ ହୋଇଛନ୍ତି ।

Related posts

ଉତ୍ତର ଭାରତରେ ବିପର୍ଯ୍ୟୟ; ୨୪ଘଣ୍ଟାରେ ୩୪ ମୃତ୍ୟୁ

mahabharatanews

 ରାଜ୍ୟରେ ୪ ଯାଏଁ ବର୍ଷା ସମ୍ଭାବନା  

mahabharatanews

ମିଳୁନି ବନଜାତ ଦ୍ରବ୍ୟର ପ୍ରକୃତ ମୂଲ୍ୟ,ଶୋଷିତ ହେଉଛନ୍ତି ଆଦିବାସୀ

mahabharatanews