ଓଡିଶା

ରାଜ୍ୟରେ ନୂଆ ୧୨୦ କରୋନା ସଂକ୍ରମିତ ଚିହ୍ନଟ

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ନୂଆ ୧୨୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୬ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୦୦୯ ଜଣକୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୦୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୧୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୫୫୪୨ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-

Related posts

ସାବଧାନ ଛପିଛି ବାଘୁଣୀ 

mahabharatanews

ଧରା ପଡିଲେ ୫ ନକଲି ଶିକ୍ଷକ

mahabharatanews

ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ 

mahabharatanews