ଓଡିଶା

ଆଜି ପବିତ୍ର ମହାଳୟା ଅମାବାସ୍ୟା

(ଭୁବନେଶ୍ୱର) : ଆଜି ପବିତ୍ର ମହାଳୟା ଅମାବାସ୍ୟା । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଯାଇଥାଏ। ଯେଉଁମାନେ ଶ୍ରାଦ୍ଧ ଦେଇ ପାରିନଥିବେ ଆଜି ଅର୍ଥାତ୍ ମହାଳୟା ଅମାବାସ୍ୟା ଦିନ ତିଳତର୍ପଣ କରିଥାନ୍ତି ।

ସୂଚନାନୁଯାୟୀ , କେହି ଶ୍ରୀମନ୍ଦିର ବାଇଶିପାହାଚରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ କରିଥାଏ ତ ଆଉ କିଏ ମହୋଦଧି ଓ ପଞ୍ଚତୀର୍ଥ ପୁଷ୍କରିଣୀରେ ତର୍ପଣ କରିଥାନ୍ତି । ପ୍ରତ୍ୟେକ ଗୃହସ୍ଥ ନିଜର ପିତୃପିତାମହଙ୍କ ଉଦ୍ଦେଶ୍ୟରେ ତର୍ପଣ କରିଥାନ୍ତି । ପିତୃପକ୍ଷରେ ଶ୍ରୀମନ୍ଦିର ବାଇଶିପାହାଚରେ ତିଳତର୍ପଣ କଲେ ପିତୃପୁରୁଷ ତୃପ୍ତି ଲାଭ କରିଥାନ୍ତି ବୋଲି ବିଶ୍ୱାସ ରହିଛି ।

Related posts

୨୩ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

mahabharatanews

“ମୋଦୀଙ୍କ ଟିପ୍ପଣୀ ପ୍ରଭୁ ଜଗନ୍ନାଥଙ୍କ ପାଇଁ ଏକ ଅପମାନ”:  ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ

mahabharatanews

ନକଲି ମେଡିସିନକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ତାଙ୍କ ପ୍ରତିକ୍ରିୟା

mahabharatanews